ନୂଆଦିଲ୍ଲୀ:ଦେଶରେ ଲଗାତାର ବଢି ଚାଲିଛି ତୈଳଦର । କରୋନା ସଙ୍କଟ ମଧ୍ୟରେ ଖାଉଟିଙ୍କ ଚିନ୍ତା ବଢ଼ାଉଛି ତୈଳଦର । ଆଜି ପୁନଃ ପେଟ୍ରୋଲ ୨୧ ପଇସା ଓ ଡିଜେଲ ୧୭ ପଇସା ବୃଦ୍ଧି ଘଟିଛି ।
ବର୍ଦ୍ଧିତ ଦର ଅନୁସାରେ ନୂଆଦିଲ୍ଲୀରେ ଆଜି ପେଟ୍ରୋଲ ଦର ୮୦.୧୩ ଟଙ୍କା ହୋଇଥିବା ବେଳେ ଡିଜେଲ ୮୦.୧୯ ଟଙ୍କା ହୋଇଛି।
ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଆଜି ୮୦.୭୦ ଟଙ୍କାରେ ପହଞ୍ଚିଥିବାବେଳେ ଡିଜେଲ ଦର ଲିଟର ପ୍ରତି ୭୮.୩୮ ଟଙ୍କାରେ ପହଞ୍ଚିଛି ।
BREAKING NEWS
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍

Comments are closed.