ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟ । ଅନ୍ୟପଟେ ଖାଉଟିଙ୍କୁ ମହଙ୍ଗା ମାଡ଼। ତୈଳଦର ଦିନକୁ ଦିନ ବଢୁଥିବା ବେଳେ ମଙ୍ଗଳବାର ଦିନ ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ଥରେ ବୃଦ୍ଧି ଘଟିଛି ।
ସୂଚନା ଅନୁଯାୟୀ ଆଜି ପେଟ୍ରୋଲ ଲିଟର ପିଛା ପାଖାପାଖି ୦.୨୦ ପଇସା ବଢିଥିବାବେଳେ ଡିଜେଲ୍ ଲି. ପିଛା ୦.୫୫ ପଇସା ବଢିଛି ।ଏହାଫଳରେ ଆଜି ମୁମ୍ବାଇରେ ପେଟ୍ରୋଲ ୮୬.୫୬ ଟଙ୍କାରେ ପହଞ୍ଚିଥିବାବେଳେ ଦିଲ୍ଲୀରେ ଏହା ଲିଟର ପ୍ରତି ୭୯.୭୬ ଟଙ୍କାରେ ପହଞ୍ଚିଛି ।
ଏହି ମୂଲ୍ୟ ବୃଦ୍ଧି ପରେ ଦିଲ୍ଲୀରେ ଡିଜେଲ ଲିଟର ପିଛା ୭୯.୪୦ ଟଙ୍କାରେ ପହଞ୍ଚିଥିବା ବେଳେ ମୁମ୍ବାଇରେ ଲିଟର ପ୍ରତି ୭୭.୭୯ ଟଙ୍କାରେ ପହଞ୍ଚିଛି ।ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଆଜି ୮୦.୩୩ ପଇସାରେ ପହଞ୍ଚିଥିବାବେଳେ ଡିଜେଲ ଦର ଲିଟର ପ୍ରତି ୭୭.୫୯ ପଇସାରେ ପହଞ୍ଚିଛି ।
BREAKING NEWS
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
Comments are closed.