ଖୋର୍ଦ୍ଧା: ଯେତେ ଖୋଳୁଛି ସେତେ ବାହାରୁଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ମାଇନର ଇରିଗେସନର ସହକାରୀ ଯନ୍ତ୍ରୀ ମନୋଜ କୁମାର ଦାଶଙ୍କ ଘରେ ହୋଇଥିଲା ଚଢାଉ । ଏଯାଏଁ ମିଳିଥିବା ତଥ୍ୟ ଅନୁସାରେ ମନୋଜଙ୍କର ୨୫.୧୦ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ଅଛି । ଏକାଧିକ ବ୍ୟାଙ୍କରେ ସେ ଏତେ ପରିମାଣର ଟଙ୍କା ଡିପୋଜିଟ୍ ରଖିଛନ୍ତି । ୧୮ ଲକ୍ଷ ଟଙ୍କା ସେ ବୀମା କିସ୍ତି ଦେଉଛନ୍ତି । ଭୁବନେଶ୍ୱରରେ ଦୁଇ ମହଲା, କଟକରେ ଏକ ମହଲା ମାର୍କେଟ୍ କମ୍ପ୍ଲେକ୍ସ ରହିଛି । ଭୁବନେଶ୍ୱର,କଟକ ଓ ଆଠଗଡରେ ୪ଟି ପ୍ଲଟ୍ ରହିଛି । ତେବେ ଭିଜିଲାନ୍ସ ତଦନ୍ତ ଜାରି ରହିଥିବା ସୂଚନା ରହିଛି ।
BREAKING NEWS
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
- Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର
- CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍
- Stock Market: ବଜେଟ୍ ଦିନ ଖୋଲା ରହିବ ଷ୍ଟକ୍ ବଜାର
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
Comments are closed.