ଜି-ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ସାଲୁଗା ପ୍ରଧାନ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଶ୍ୟାମଘନ ପ୍ରଧାନଙ୍କୁ ୧୧୨୬୧ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସାଲୁଗା ପ୍ରଧାନ ସମୁଦାୟ ୫୩୨୩୮ ଭୋଟ୍ ପାଇଥିବାବେଳେ ଶ୍ୟାମଘନ ପ୍ରଧାନଙ୍କୁ ମିଳିଛି ୪୧୯୭୭ଟି ଭୋଟ୍ । ବିଜେପି ପ୍ରାର୍ଥୀ ଅର୍ଚ୍ଚନା ପ୍ରଧାନ ୩୫୯୯୮ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
Comments are closed.