ଜି-ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍‍

ଜି-ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ସାଲୁଗା ପ୍ରଧାନ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଶ୍ୟାମଘନ ପ୍ରଧାନଙ୍କୁ ୧୧୨୬୧ ଭୋଟ୍‍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସାଲୁଗା ପ୍ରଧାନ ସମୁଦାୟ ୫୩୨୩୮ ଭୋଟ୍‍ ପାଇଥିବାବେଳେ ଶ୍ୟାମଘନ ପ୍ରଧାନଙ୍କୁ ମିଳିଛି ୪୧୯୭୭ଟି ଭୋଟ୍‍ । ବିଜେପି ପ୍ରାର୍ଥୀ ଅର୍ଚ୍ଚନା ପ୍ରଧାନ ୩୫୯୯୮ଟି ଭୋଟ୍‍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।