ବାଲି: ଇଣ୍ଡୋନେସିଆର ବାଲିଠାରେ ଜି-୨୦ ଶିଖର ସମ୍ମିଳନୀରେ ଡିଜିଟାଲ ପେମେଣ୍ଟ ଉପରେ ଗୁରୁତ୍ୱ ଦେଇଛନ୍ତି ସଦସ୍ୟ ରାଷ୍ଟ୍ର । ସୀମା ପାର୍ ବ୍ୟାଙ୍କ ଟ୍ରାଞ୍ଜାକ୍ସନ ପାଇଁ ୫ ଟି ବିଦେଶୀ ବ୍ୟାଙ୍କ ପରସ୍ପର ମଧ୍ୟରେ ଏମଓୟୁ ସ୍ୱାକ୍ଷର କରିଛନ୍ତି । ଏଗୁଡିକ ହେଉଛନ୍ତି ବ୍ୟାଙ୍କ ଇଣ୍ଡୋନେସିଆ, ବ୍ୟାଙ୍କ ନିଗାରା ମାଲେସିଆ, ଫିଲିପାଇନ୍ସ ବ୍ୟାଙ୍କ, ସିଙ୍ଗାପୁର ମନିଟାରୀ ଅଥରିଟି ଓ ବ୍ୟାଙ୍କ ଅଫ୍ ଥାଇଲାଣ୍ଡ । ଏମଓୟୁ ସ୍ୱାକ୍ଷର ବେଳେ ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ଓ୍ୱିଡୋଡୋ ଉପସ୍ଥିତ ଥିଲେ । ସମସ୍ତ ୫ ବ୍ୟାଙ୍କର ଗଭର୍ଣ୍ଣରଙ୍କୁ ସେ ଖୁବ୍ ପ୍ରଶଂସା କରିଛନ୍ତି ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.