Latest Odisha News

BREAKING NEWS

ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ଦେହାନ୍ତ

ଗଜପତି: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ତେଣୁ ବ୍ରହ୍ମପୁର ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ସୂଚନା ଅନୁଯାୟୀ, ସେ ପାରଳାଖେମୁଣ୍ଡି କୋଭିଡ୍ କେୟାର ଦାୟିତ୍ୱରେ ଥିଲେ । ତାଙ୍କ ପରଲୋକରେ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.