Latest Odisha News

BREAKING NEWS

ତାଳଚେରରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ବିକୃତ କଲେ ଦୁର୍ବୃତ୍ତ

ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ଅନ୍ତର୍ଗତ ମଣ୍ଡପାଳ ହସ୍ପିଟାଲ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ କେହି ଦୁବୃର୍ତ୍ତ ରବିବାର ରାତିରେ ଲାଲ୍ ରଙ୍ଗ ବୋଳିଦେଇଥିବା ନେଇ ନଜରକୁ ଆସିଛି ।

ଏନେଇ ଏକ ସ୍ଥାନୀୟ ଯୁବ ସଙ୍ଗଠନ ପକ୍ଷରୁ ଥାନାରେ ଅଭିଯୋଗ ଦାଏର କରାଯାଇଛି।

ଉକ୍ତ ଅଭିଯୋଗକୁ ଆଧାର କରି ପୋଲିସ ଅଭିଯୁକ୍ତମାନଙ୍କୁ ଧରିବା ଲାଗି ଖୋଳତାଡ ଆରମ୍ଭ କରିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.