ଗଜପତି : ଗଜପତି ଜିଲ୍ଲାରେ ଆରମ୍ଭ ହୋଇଛି ଅପରେସନ ଗ୍ରୀନ୍ କ୍ଲିନ୍ । ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା କଟମା ଗାଁରେ ଆଜି ପ୍ରାୟ ୨୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗ । ସୂଚନା ଅନୁସାରେ ୧୦୫ ଏକର ଜମିରେ ଗଞ୍ଜେଇ ସବୁ ଚାଷ କରାଯାଇଥିଲା । ଖବର ପାଇ ଆର ଉଦୟଗିରି ଥାନା ପୋଲିସ ଅବକାରୀ ବିଭାଗ ଓ ରାଜସ୍ୱ ବିଭାଗ ଓ ବନି ବିଭାଗ କର୍ମଚାରୀ ମିଳିତ ଚଢ଼ଉ କରି ପ୍ରାୟ ୨ଲକ୍ଷ ୧୦ ହଜାର ଟଙ୍କାର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରିଦେଇଛନ୍ତି । ସହରରେ ଗଞ୍ଜେଇ ଚାଷ ବଢୁଥିବାରୁ ଏପରି ପଦକ୍ଷେପ ନେଇଥିଲେ ମିଳିତ ବାହିନୀ ।
BREAKING NEWS
- ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ୪ ବସ୍ ଜବତ…ଥିଲା ନକଲି ନମ୍ବର ପ୍ଲେଟ୍, ଲାଗିଲା ମୋଟା ଫାଇନ
- ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
Comments are closed.