ଗଜପତି : ଗଜପତି ଜିଲ୍ଲାରେ ଆରମ୍ଭ ହୋଇଛି ଅପରେସନ ଗ୍ରୀନ୍ କ୍ଲିନ୍ । ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା କଟମା ଗାଁରେ ଆଜି ପ୍ରାୟ ୨୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗ । ସୂଚନା ଅନୁସାରେ ୧୦୫ ଏକର ଜମିରେ ଗଞ୍ଜେଇ ସବୁ ଚାଷ କରାଯାଇଥିଲା । ଖବର ପାଇ ଆର ଉଦୟଗିରି ଥାନା ପୋଲିସ ଅବକାରୀ ବିଭାଗ ଓ ରାଜସ୍ୱ ବିଭାଗ ଓ ବନି ବିଭାଗ କର୍ମଚାରୀ ମିଳିତ ଚଢ଼ଉ କରି ପ୍ରାୟ ୨ଲକ୍ଷ ୧୦ ହଜାର ଟଙ୍କାର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରିଦେଇଛନ୍ତି । ସହରରେ ଗଞ୍ଜେଇ ଚାଷ ବଢୁଥିବାରୁ ଏପରି ପଦକ୍ଷେପ ନେଇଥିଲେ ମିଳିତ ବାହିନୀ ।
BREAKING NEWS
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

Comments are closed.