କୋରାପୁଟ : ଜଙ୍ଗଲରେ ଗଞ୍ଜେଇ ରଖିଥିବା ବେଳେ ଜୟପୁର ସଦର ପୋଲିସର ଚଢାଉ । ମାମଲାରେ ଜଣକୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ କୋରାପୁଟ ଜିଲ୍ଲା ମାଛକୁଣ୍ଡ ଅଞ୍ଚଳର ନରସିଂହ ପାଡାଲ । ଗଞ୍ଜେଇକୁ ପ୍ୟାକେଟ୍ କରି ରଖାଯାଇଥିବା ନେଇ ସୂଚନା ପାଇଥିଲେ ଜୟପୁର ସଦର ଥାନା ଅଧିକାରୀ ଆଦିତ୍ୟ ମହାକୁଡ଼ । ଜରି ପ୍ୟାକେଟରେ କୋଟା ଛକ ନିକଟରେ ଥିବା ଜଙ୍ଗଲରେ ଏହି ସବୁ ଗଞ୍ଜେଇକୁ ଗଛିତ ରଖାଯାଇଥିଲା । ଚଢ଼ାଇ କରି ପୋଲିସ ୬୩୧ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ୬୫ ଲକ୍ଷ ଟଙ୍କା ହେବ । ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ବେଳେ, ବୁଲେଟ୍ ଓ ମୋବାଇଲ ଜବତ କରିଛି ପୋଲିସ ।
BREAKING NEWS
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା
- ତୃତୀୟ ଟି୨୦ ପୂର୍ବରୁ ବୈଭବଙ୍କୁ ନେଇ ସଞ୍ଜୁଙ୍କ ବଡ଼ ବୟାନ
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର

Comments are closed.