ଗୁଣୁପୁର: ପୁଣି ଜବତ ହୋଇଛି ଗଞ୍ଜେଇ । କେନ୍ଦୁଗୁଡା ଫାଣ୍ଡି ନିକଟରେ ଗାଡ଼ି ଯାଂଚ କରିବା ସମୟରେ ଏକ ପିକ୍ଅପ୍ ଭ୍ୟାନରୁ ଜବତ ହୋଇଛି ଏହି ଗଞ୍ଜେଇ । ଓଡ଼ିଶାରୁ ଝାଡଖଣ୍ଡକୁ ଗଞ୍ଜେଇ ଚାଲାଣ କରାଯାଉଥିଲା । ପୁଲିସ ଚଢାଉ କରି ୨୦୫ କେଜି ୬୫୦ଗ୍ରାମ ଗଞ୍ଜେଇ ଜବତ କରିଛି । ଯାହାର ମୂଲ୍ୟ ୨୦ଲକ୍ଷ ୫୦ହଜାର ଟଙ୍କା ବୋଲି ଜଣାପଡିଛି । ଏହା ସହିତ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରାଯାଇଛି । ଗିରଫ ବ୍ୟକ୍ତି ଜଣକ ହେଉଛନ୍ତି ଝାଡଖଣ୍ଡ ଅଞ୍ଚଳର । ତାଙ୍କ ନିକଟରୁ କିଛି ଟଙ୍କା ସହିତ ମୋବାଇଲ ଫୋନ୍ ଜବତ କରାଯାଇଛି । ଗିରଫ ବ୍ୟକ୍ତି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ।
BREAKING NEWS
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ

Comments are closed.