Latest Odisha News

BREAKING NEWS

ରାଜଧାନୀରୁ ଜବତ ହେଲା ଗଞ୍ଜେଇ, ଜଣେ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ନିକଟସ୍ଥ ବରବାରି ବସ୍ତିରେ ଚଢାଉ କରି ପୋଲିସ ପ୍ରାୟ ୩୮ ଗ୍ରାମର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି ।

ଗିରଫ ଅଭିଯୁକ୍ତ ଜଣକ ନୟାଗଡ ଜିଲ୍ଲାର ପ୍ରଫୁଲ୍ଲ ଜେନା ବୋଲି ସୂଚନା ମିଳିଛି ।

ମିଳିଥିବା ସୂଚନାନୁଯାୟୀ ପ୍ରଫୁଲ୍ଲର ଘରେ ପୋଲିସ ଚଢାଉ କରିବା ସହ ୯୧ ହଜାର ଟଙ୍କା ସହ ଏକ ବାଇକ ଜବତ କରିଛି।

 

Leave A Reply

Your email address will not be published.