ଗଞ୍ଜାମ: ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ । ବୁଧବାର ଗଞ୍ଜାମ ବଡଗଡ ଥାନା ପୋଲିସ ପାଟ୍ରୋଲି କରୁଥିବା ସମୟରେ ୧୫୦ କେଜି ଗଞ୍ଜେଇ ଜବତ କରିବା ସହ ୫ ଜଅ ଅଭିଯୁକ୍ତଙ୍କୁ ଗିରଫ କରିଛି । ବିଶେଷ ସୁତ୍ରରୁ ଖବର ପାଇ ବଡଗଡ ଥାନା ପୋଲିସ ପାଟ୍ରୋଲିଂ କରୁଥିଲା । ଏହି ସମୟରେ ବଡଗଡ ଡାଳଖାଇ ରାସ୍ତାଦେଇ ଯାଉଥିବା ଏକ ଗଞ୍ଜେଇ ବୋଝେଇ ଅଟୋକୁ ପୋଲିସ ଜବତ କରିଛି । ଅଭିଯୁକ୍ତଙ୍କ ଠାରୁ ଅଟୋ ଓ ବାଇକ ଜବତ କରିଛି ପୋଲିସ । ୫ ଜଣ ବେପାରୀଙ୍କୁ ପଚରା ଉଚରା ଜାରି ରଖିବା ସହ ଏହି ଗଞ୍ଜେଇ ବେପାରର ମାଷ୍ଟରମାଇଣ୍ଡ କିଏ ପୋଲିସ ତାକୁ ଖୋଜୁଛି ।
BREAKING NEWS
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
Comments are closed.