କୋରାପୁଟ: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ ଫନ୍ଦି । ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । କୋରାପୁଟ ଜିଲ୍ଲା ପାଡୁଆରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ନନ୍ଦପୁର ଥାନା ପୋଲିସ । ଏହି ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି । ବ୍ଲକ ଛକରେ ଚେକିଂ ବେଳେ ପଇଡ଼ ବୋଝେଇ ଟ୍ରକରୁ ବସ୍ତା ବସ୍ତା ଗଞ୍ଜେଇ ମିଳିଥିଲା ।

ଜବତ ଗଞ୍ଜଇରେ ପରିମାଣ ୪୫୬ କିଲୋଗ୍ରାମ । ଯାହାର ଆନୁମାନିକର ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ । ପାଡୁଆରୁ ଉତ୍ତରପ୍ରଦେଶ ଚାଲାଣ ହେଉଥିଲା । ଚେକିଂ ବେଳେ ପୋଲିସ ଚୋରା ଚାଲାଣ ଧରା ପଡ଼ିଥିଲା ।
BREAKING NEWS
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
Comments are closed.