କୋରାପୁଟ: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ ଫନ୍ଦି । ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । କୋରାପୁଟ ଜିଲ୍ଲା ପାଡୁଆରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ନନ୍ଦପୁର ଥାନା ପୋଲିସ । ଏହି ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି । ବ୍ଲକ ଛକରେ ଚେକିଂ ବେଳେ ପଇଡ଼ ବୋଝେଇ ଟ୍ରକରୁ ବସ୍ତା ବସ୍ତା ଗଞ୍ଜେଇ ମିଳିଥିଲା ।

ଜବତ ଗଞ୍ଜଇରେ ପରିମାଣ ୪୫୬ କିଲୋଗ୍ରାମ । ଯାହାର ଆନୁମାନିକର ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ । ପାଡୁଆରୁ ଉତ୍ତରପ୍ରଦେଶ ଚାଲାଣ ହେଉଥିଲା । ଚେକିଂ ବେଳେ ପୋଲିସ ଚୋରା ଚାଲାଣ ଧରା ପଡ଼ିଥିଲା ।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା

Comments are closed.