Latest Odisha News

BREAKING NEWS

ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

କୋରାପୁଟ : କୋରାପୁଟ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କମାରଗୁଡା ଛକ ମାରଦା ଗାଁରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ । ପ୍ରାୟ ୬କ୍ୱିଣ୍ଟାଲ ୬୫ କେଜିର ଗଞ୍ଜେଇ ଜବତ ହୋଇଛି । ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୬୫ ଲକ୍ଷ ଟଙ୍କା ହେବ । ତେବେ ଏହି ଗଞ୍ଜେଇ ବେପାରରେ ଆଉ କିଏ ସପୃକ୍ତ ଅଛନ୍ତି ପୋଲିସ ତଦନ୍ତ ଜାରି ରଖିଛି ।

 

Leave A Reply

Your email address will not be published.