ଗଞ୍ଜାମ : ରାଜ୍ୟରେ ଏବେ ଦ୍ରୁତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । କରୋନା ପାଇଁ ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବାକୁ ମନା କରାଯାଇଛି । ଯଦି କୌଣସି ବ୍ୟକ୍ତି ଜରୁରୀ କାମରେ ଯିବେ, ଏଥିପାଇଁ ବିଭାଗୀୟ ଅନୁମତି ନେବା ଦରକାର ବୋଲି କହିଛନ୍ତି ଜିଲ୍ଲାପାଳ ବିଜୟ ଅମ୍ରୁତା କୁଲାଙ୍ଗେ । ଏହି ନିୟମ ଯଦି କୌଣସି କର୍ଚାରୀ ଉଲ୍ଲଂଘନ କରନ୍ତି ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟ୍ବିଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ।
BREAKING NEWS
- Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…
- Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା
- Grief in Indian Football: ଭାରତୀୟ ଫୁଟବଲ୍ ଜଗତ ପାଇଁ ଦୁଃଖଦ ଖବର; ଖେଳିବାବେଳେ ଚାଲିଗଲା ଯୁବ ଡିଫେଣ୍ଡରଙ୍କ ଜୀବନ
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
- ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…
- Growing Passion for Cricket: ମହିଳା କ୍ରିକେଟର କ୍ରେଜ୍ ଆକାଶଛୁଆଁ
- ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ
- Neena Gupta: ୬୬ ବର୍ଷ ବୟସରେ ନୀନା ଗୁପ୍ତା ଗର୍ଭବତୀ ?
- ଖେଳାଳିଙ୍କ ଉପରେ ଲଗାଯାଇଥିବା ଜରିମାନା ଖବରକୁ ଖଣ୍ଡନ କଲା ପିସିବି
- ମାର୍ଚ୍ଚ ୨୧ରୁ ପୁରୀ ବେଳାଭୂମିରେ ତିନି ଦିନିଆ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍”
Comments are closed.