ଗଞ୍ଜାମ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ପଦକ୍ଷେପ ନେଲାଣି ପ୍ରଶାସନ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ କୋଭିଡ ହସପିଟାଲ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ପିପିଇ କିଟ୍ ପିନ୍ଧି ଏମକେସିଜି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା କଥା ପଚାରି ବୁଝିଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଗଂଜାମ ଜିଲ୍ଲା ପ୍ରଶାସନ । ଏମକେସିଜିରେ କରୋନା ରୋଗୀଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଏହାସହ ଅମ୍ଳଜାନର ଅଭାବ ନଥିବା ମଧ୍ୟ ଜିଲ୍ଲାପାଳ କହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ଚିହ୍ନଟ ହୋଇଛନ୍ତି ୧୬୧ ଜଣ କରୋନା ଆକ୍ରାନ୍ତ ।
BREAKING NEWS
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.