Latest Odisha News

BREAKING NEWS

ସିଲ ହେଲା ଗଞ୍ଜାମ-ଖୋର୍ଦ୍ଧା ସୀମା

ଗଞ୍ଜାମ: ଗଞ୍ଜାମରେ ଦିନକୁ ଦିନ ବଢ଼ି ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣରେ ରୋକ ଲଗାଇବା ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଉଛି । ବୁଧବାର ଦିନ ଜିଲ୍ଲାପ୍ରଶାସନ ପକ୍ଷରୁ ଗଞ୍ଜାମ-ଖୋର୍ଦ୍ଧା ସୀମାକୁ ସିଲ କରାଯାଇଛି ।

BjdElectrycity

ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗଞ୍ଜାମରୁ ଭୂବନେଶ୍ବର ଯିବା ପାଇଁ କାହାକୁ ଅନୁମତି ମିଳିବ ନାହିଁ । ଏଦିଗରେ ପ୍ରଶାସନର ନିଷ୍ପତ୍ତିକୁ ମାନିବାକୁ ଲୋକଙ୍କୁ ଟ୍ୱିଟ କରି ଅପିଲ କରିଛନ୍ତି ଜିଲ୍ଲାପାଳ।

Leave A Reply

Your email address will not be published.