ଗଞ୍ଜାମ: ଗଞ୍ଜାମ ପୋଲିସକୁ ବଡ ସଫଳତା ମିଳିଛି । ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଆକ୍ସନ ମୋଡରେ ରହିଛି ଗଞ୍ଜାମ ପୋଲିସ । ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ସ୍ବେଶାଲ ଡ୍ରାଇଭ୍ କରାଯାଇଛି । ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ କରାଯାଇ ୧୨ ଜଣ ଜୁଆଡ୍ଡିଙ୍କୁ ଗିରଫ କରାଯାଇଛି ଏବଂ ଏମାନଙ୍କ ନିକଟରୁ ନଗଦ ୭୭ ହଜାର ଟଙ୍କା, ୧୦ଟି ମୋବାଇଲ ଫୋନ୍ ଏବଂ ୪ଟି ଗାଡି ଜବତ କରାଯାଇଛି । ଏ ନେଇ ଗଞ୍ଜାମ ଥାନାରେ ଏକ ମାମଲା ରୁଜ୍ଜୁ କରାଯାଇ ଜୁଆଡ୍ଡିଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।
BREAKING NEWS
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
- “Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ, ‘ନକ୍ସଲ… ନିର୍ବୋଧ ରାଜକୁମାର…’
- ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ
- ଟି୨୦ ବିଶ୍ୱକପର ଶ୍ରେଷ୍ଠ ଏକାଦଶ ଘୋଷିତ
Comments are closed.