Latest Odisha News

BREAKING NEWS

ରାସ୍ତା କଡରେ ପଡିଛି ଗଞ୍ଜେଇ, ଗୋଟାଇବାରେ ବ୍ୟସ୍ତ ଲୋକେ

ସମ୍ବଲପୁର: ରାସ୍ତା କଡରେ ପଡିଛି ଗଞ୍ଜେଇ । ଲୋକେ ମଧ୍ୟ ଗଞ୍ଜେଇ ଗୋଟାଇବାରେ ବ୍ୟସ୍ତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସମ୍ବଲପୁର ଝାଂକରପାଲି ଅଂଚଳରେ ।

ସୂଚନାଅନୁସାରେ, ଝାଂକରପାଲିରୁ ହାଲିପାଲି ମଧ୍ୟରେ ଯାଇଥିବା ରାସ୍ତାକଡରେ କେହି ଜଣେ ଗଞ୍ଜେଇ ଫିଙ୍ଗି ଦେଇଛି । ସ୍ଥାନୀୟ ଲୋକେ ମଧ୍ୟ ରାସ୍ତା କଡରେ ପଡିଥିବା ଗଞ୍ଜେଇକୁ ଗୋଟାଉଥିବା ଦେଖିବାକୁ ମିଳିଛି । ତେବେ ପୋଲିସ ଖବର ପାଇ ଘଟଣାର ଛାନଭିନ ଆରମ୍ଭ କରିଛି ଜ୍ଝ ଏତେ ପରିମାଣର ଗଞ୍ଜେଇ କିଏ ଓ କାହିଁକି ଫିଙ୍ଗିଲା ତାହା ସ୍ପଷ୍ଟ ହୋଇନାହିଁ ।

Leave A Reply

Your email address will not be published.