Latest Odisha News

BREAKING NEWS

[ଭିଡ଼ିଓ] ଓଢଣଷଷ୍ଠୀରେ ଶ୍ରୀଜିଉଙ୍କ ଘୋଡ଼ଲାଗି ବେଶ

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ଓଡ଼ଣଷଷ୍ଠୀ । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡ ଲାଗି କରାଯାଇଛି ।  ଗତକାଲି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ ପତନୀ,ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ, ମଦନ ମୋହନଙ୍କୁ କବର, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼ ଭୋଗମଣ୍ଡପ ଘରେ ଅଧିବାସ କରାଯାଇଥିଲା ।

ଏହା ପୂର୍ବରୁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧାଯାଇଥିଲା। ବଡ଼ସିଂହାର ଭୋଗ ସରି ଠାକୁରମାନଙ୍କ ମଇଲମ ବଢିବା ପରେ ମହାସ୍ନାନ ବଢ଼ିଥିଲା।

 

Leave A Reply

Your email address will not be published.