ନୂଆଦିଲ୍ଲୀ: ଗୋଆ ଓ ମଣିପୁରରୁ ଆସିଲା ଖୁସି ଖବର । ଏହି ୨ ରାଜ୍ୟକୁ କରୋନା ମୁକ୍ତ ରାଜ୍ୟ ଭାବେ ଘୋଷଣା କରାଯାଇଛି । ଗୋଆରେ ୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସମସ୍ତେ ସୁସ୍ଥ ହୋଇଥିବା ଜଣାପଡିଛି।
ରବିବାର ଶେଷ କରୋନା ଆକ୍ରାନ୍ତଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଗୋଆକୁ କରୋନା ମୁକ୍ତ ରାଜ୍ୟ ଭାବେ ଘୋଷଣା କରିଛନ୍ତି।
ସେହିପରି ମଣିପୁରରେ କରୋନାରେ ଆକ୍ରାନ୍ତ ଥିବା ୨ ଜଣ ବ୍ୟକ୍ତିଙ୍କ ରିପୋର୍ଟ ନେଗେଟିଭ ଆସିଛି । ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ହସ୍ପିଟାଲ ପକ୍ଷରୁ ଘୋଷଣା କରାଯିବା ପରେ, ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂ ମଣିପୁରକୁ କରୋନା ମୁକ୍ତ ରାଜ୍ୟ ଭାବେ ଘୋଷଣା କରିଛନ୍ତି।
BREAKING NEWS
- କଳିଙ୍ଗ ଷ୍ଟାଡିୟମରେ ହେବ ସବଜୁନିୟର ନ୍ୟାସନାଲ ରଗବୀ ସେଭେନ୍ସ ଚାମ୍ପିୟନସିପ୍
- Makar Sankranti: ଆସନ୍ତାକାଲି ମକର ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
- ବିଜୟ ହଜାରେ ଟ୍ରଫି: ସେମିଫାଇନାଲରେ କର୍ଣ୍ଣାଟକ-ବିଦର୍ଭ, ପଞ୍ଜାବ-ସୌରାଷ୍ଟ୍ର ମଧ୍ୟରେ ହେବ ମୁକାବିଲା
- Clean Survey: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ, ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ ହଜାର ଟଙ୍କାର ପୁରସ୍କାର
- ମାଞ୍ଜା ସୂତା ଲାଗି ଭୁବନେଶ୍ୱରରେ ଯୁବକ ଗୁରୁତର
- କେନ୍ଦୁଝରରେ ଖୋଲିବ ଏନଏସଡିର ରାଜ୍ୟ ଶାଖା, ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର..
- ଆଉ ହେବନି ୧୦ ମିନିଟ୍ ମଧ୍ୟରେ ଡେଲିଭରି, ଇ-କମର୍ସ କମ୍ପାନୀଗୁଡ଼ିକ ଉପରେ ରୋକ୍ ଲଗାଇଲେ ସରକାର
- ଫିରିଙ୍ଗିଆ ତହସିଲର ପୂର୍ବତନ କର୍ମଚାରୀ ଅଜୟ ମଲ୍ଲିକଙ୍କୁ ୩ ବର୍ଷ ଜେଲ ଦଣ୍ଡ
- ଆଇସିସି କଥା ମାନୁନି ବାଂଲାଦେଶ
- BJD: ଏବେ ସୁଧା ୮ ଜିଲ୍ଲାରେ ଖୋଲିଲାନି ମଣ୍ଡି, ଚାଷୀକୂଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି
Comments are closed.