ଗୋଆ: କୋଭିଡ ୧୯ ଭୂତାଣୁ ଦିନକୁ ଦିନ ତାର କାୟା ବିସ୍ତାର କରୁଛି । ଗୋଆରେ ପ୍ରଥମ ତିନି କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ସେହିପରି ମଣିପୁର ଓ ମିଜୋରମରେ ଗୋଟିଏ ଜଣେ ଲେଖାଏଁ କୋଭିଡ୧୯ଭୂତାଣୁ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନ୍ତି । ୨୦ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ବୁଧବାର ମୋଟ ୯୪ ଜଣ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ଜଣାପଡିଛି ।
BREAKING NEWS
- ନକଲି ଜର୍ଦ୍ଦା କାରଖାନା ଠାବ; ୫ ଲକ୍ଷରୁ ଅଧିକ ମୂଲ୍ୟର ଜର୍ଦ୍ଦା ଜବତ, ଅଭିଯୁକ୍ତ ଗିରଫ
- ଏସିଡ୍ ଓ ବର୍ନ ପୀଡ଼ିତଙ୍କ ପାଇଁ ଭଲ ଖବର: ଦିଲ୍ଲୀ ଏମ୍ସରେ ହେବ ‘ଫେସ୍ ଟ୍ରାନ୍ସପ୍ଲାଣ୍ଟ’
- ବାଂଲାଦେଶ ବାଛିଲା ନୂଆ ଭାଗ୍ୟ ବିଧାତା: ଭାରତ ସହିତ ସମ୍ପର୍କ ଉନ୍ନତ କରିବେ କି ତାରିକ୍ ରେହମାନ?
- Cyber Fraud: ୨ ସାଇବର ଠକକୁ ବାନ୍ଧିଲା ପୋଲିସ; ୫କୋଟିର ଠକେଇ
- ଭାରତ-ପାକିସ୍ତାନ ମ୍ୟାଚରେ ବର୍ଷା ଆଶଙ୍କା
- ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା: ୪ ସହର ହେବ କମନ ଇକୋନୋମିକ୍ ଜୋନ୍
- CM Odisha: ନବରଙ୍ଗପୁରକୁ ୪୪୬ କୋଟି ପ୍ରକଳ୍ପର ଭେଟି; ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ
- ଏଆଇ ଉପଯୋଗ କରି ଫିଲ୍ମ ନିର୍ମାଣ କରିବେ ରାଜକୁମାର ହିରାନୀ
- ବିଶ୍ୱକପରେ ଅଜବ ଗଜବ ସଂଯୋଗ: ଜିମ୍ବାୱେଠାରୁ ଅଷ୍ଟ୍ରେଲିଆ ହାରିଲେ, ଭାରତ ହେଉଛି ଚାମ୍ପିୟନ
- FIH Men’s Pro League: ପ୍ରୋଲିଗ୍ରେ ଭାରତୀୟ ଦଳର କ୍ରମାଗତ ୨ୟ ପରାଜୟ; ଆସନ୍ତାକାଲି ପୁଣି ବେଲଜିୟମକୁ ଭେଟିବ…
Comments are closed.