Latest Odisha News

BREAKING NEWS

‘ଗୁଡ୍ ଫ୍ରାଇଡେ୍’ ଅବସରରେ ମୋଦୀ ଓ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ‘ଗୁଡ୍ ଫ୍ରାଇଡେ୍’ ତଥା ‘ଶୁଭ ଶୁକ୍ରବାର’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଅଭିବାଦନ ଜଣାଇଛନ୍ତି ।

ଖ୍ରୀଷ୍ଟଧର୍ମ ପରମ୍ପରାରେ ଇଷ୍ଟର୍ ରବିବାର ପୂର୍ବବର୍ତ୍ତୀ ଶୁକ୍ରବାର ଦିନକୁ ‘ଗୁଡ୍ ଫ୍ରାଇଡେ୍’ ତଥା ‘ଶୁଭ ଶୁକ୍ରବାର’ ଭାବେ ପାଳନ କରାଯାଇଥାଏ । ଆହୁରି ମଧ୍ୟ ଖ୍ରୀଷ୍ଟଧର୍ମାବଲମ୍ବୀଙ୍କ ମତରେ ଏହି ଦିନ ପ୍ରଭୁ ଯିଶୁ ଖ୍ରୀଷ୍ଟଙ୍କ ତିରୋଧାନ ହୋଇଥବଲା । ପ୍ରଭୁଙ୍କ ସେହି ତୀରୋଧାନ ଦିବସକୁ ସ୍ମରଣ କରିବା ଏହି ପବିତ୍ର ଦିବସର ମୁଖ୍ୟ ଲକ୍ଷ୍ୟ ।

Leave A Reply

Your email address will not be published.