Latest Odisha News

BREAKING NEWS

ଘୁଞ୍ଚିଲା ବ୍ୟାରିକେଡ; ସିଂହଦ୍ୱାର ସମ୍ମୁଖରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ

ପୁରୀ: ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଦୀର୍ଘ ଦିନ ଧରି ଅପେକ୍ଷା କରିଥିବା ଭକ୍ତଙ୍କ ପାଇଁ ଆଶ୍ୱସ୍ତିକର ଖବର । କାର୍ତ୍ତିକ ମାସରେ ହବିଷ୍ୟାଳିଙ୍କ ଦର୍ଶନ ପାଇଁ ମନ୍ଦିର ଚାରିପାଖର ବ୍ୟାରିକେଡ଼କୁ ପ୍ରାୟ ୨୦ ଫୁଟକୁ ଘୁଞ୍ଚାଇ ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି ।

ଏହାଦ୍ୱାରା ଶ୍ରଦ୍ଧାଳୁ ସିଂହଦ୍ୱାର ସମ୍ମୁଖରୁ ପତିତପାବନଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି ।

Leave A Reply

Your email address will not be published.