Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: କେନ୍ଦ୍ରର ତାଗିଦ ପରେ ସକ୍ରିୟ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଗ୍ରାମାଞ୍ଚଳରେ କଚ୍ଚା ଘରେ ରହୁଥିବା ପରିବାରଙ୍କୁ ପକ୍କା ଘର ଯୋଗାଇ ଦେବା ପ୍ରକ୍ରିୟାକୁ ତ୍ୱରାନିତ୍ୱ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ଜାନୁଆରୀ ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇ ଜୁନ ମାସ ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାଢ଼େ ୯ ଲକ୍ଷ ପକ୍କାଘର ନିର୍ମାଣ କରାଯିବ।

 

Leave A Reply

Your email address will not be published.