ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲାର ନୂଆ କୁଳପତି ନିଯୁକ୍ତ। ପ୍ରଫେସର ସଞ୍ଜୀବ ମିତ୍ତଲ ନୂଆ କୁଳପତି ଭାବରେ ନିଯୁକ୍ତି ପାଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତାଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୪ବର୍ଷ ପାଇଁ ସେ ପଦରେ ରହିବେ। ପ୍ରଫେସର ସଞ୍ଜୀବ ମିତ୍ତଲ ବର୍ତ୍ତମାନ ଦିଲ୍ଲୀର ୟୁନିଭର୍ସିଟି ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍, ଗୁରୁ ଗୋବିନ୍ଦ ସିଂହ ଇନ୍ଦ୍ରପ୍ରସ୍ଥ ବିଶ୍ବବିଦ୍ୟାଳୟରେ ପ୍ରଫେସର ଭାବରେ କାର୍ଯ୍ୟ କରିଛନ୍ତି।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.