ଭୁବନେଶ୍ୱର: ଆଜି ସର୍ବସାଧାରଣଙ୍କ ପାଇଁ ଖୋଲିଛି ଜଗା ଦୁଆର । ୯ ମାସ ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୧୨ଟା ୧୫ରେ ପୁରୀ ସର୍କିଟ ହାଉସରେ ପହଞ୍ଚିବେ । ୧୨ଟା ୪୦ରେ ସିଂହଦ୍ୱାର ନିକଟରେ ପହଞ୍ଚିବେ ରାଜ୍ୟପାଳ । ଏହାପରେ ସେ ବଡ଼ ଦେଉଳରେ ମହାପ୍ରଭୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ ।
ରାଜ୍ୟପାଳ ପାଖାପାଖି ୨୦ ମିନିଟ ମନ୍ଦିର ଭିତରେ ରହିବେ । ମହାପ୍ରଭୁଙ୍କ ଦର୍ଶନ ସାରି ରାଜ୍ୟପାଳ ଯିବା ପୁରୀ ରାଜଭବନ । ସେଠାରୁ ୩ଟା ୧୫ରେ ଭୁବନେଶ୍ୱର ଅଭିମୁଖେ ବାହାରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.