Latest Odisha News

BREAKING NEWS

ଅଚାନକ ବାଣୀବିହାର ପରିଦର୍ଶନ କଲେ ରାଜ୍ୟପାଳ, ପରଖିଲେ ବାତ୍ୟା ପୁନଃରୁଦ୍ଧାର କାର୍ଯ୍ୟ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ଦିନ ବାତ୍ୟା ‘ଫନି’ ପ୍ରଭାବିତ ଅଞ୍ଚଳର ପୁନଃରୁଦ୍ଧାର କାର୍ଯ୍ୟ ଯାଞ୍ଚ ଲାଗି ଅଚାନକ ବାଣୀବିହାର ଗ୍ରସ୍ତ କରିଛନ୍ତି ।

ଏହି ଅବସରରେ ସେ ଶିକ୍ଷକ ଓ ଛାତ୍ରମାନଙ୍କ ମଧ୍ୟରେ ପ୍ରତ୍ୟକ୍ଷ ସମ୍ପର୍କର ଶିକ୍ଷାଦାନ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଇଛନ୍ତି ।

ସୂଚନାଯୋଗ୍ୟ, ମେ’ ୩ ତାରିଖ ଦିନ ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ବର୍ଷା ଓ ଘଣ୍ଟାପ୍ରତି ୨୦୦ କିଲୋମିଟର ବେଗରେ ପବନ ବୋହିବା ଫଳରେ ପୁରୀ, ଭୁବନେଶ୍ୱର, କଟକ ଏବଂ ଖୋର୍ଦ୍ଧା ଆଦି ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାବ୍ୟତିତ ଉପକୂଳ ଓଡ଼ିଶାରେ ମଧ୍ୟ ଅକଳନୀୟ କ୍ଷତି ଘଟାଇଥିଲ।

Leave A Reply

Your email address will not be published.