ନୂଆଦିଲ୍ଲୀ: ସ୍ବଦେଶୀ ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗ ଯିଏ କି ଟ୍ୱିଟରରେ ଏବେ ଝଡ଼ ସୃଷ୍ଟି କରିଛନ୍ତି। କୃଷକଙ୍କ ସମର୍ଥନରେ ଟୁଇଟ୍ କରି ସେ ବିବାଦ ଘେରକୁ ଟାଣି ହୋଇଛନ୍ତି। ଯେଉଁଥିପାଇଁ କୃଷକଙ୍କ ଉଦ୍ଦେଶ୍ୟରେ ଗୁରୁବାର ଦିନ ଦିଲ୍ଲୀ ପୋଲିସ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଜଣାପଡ଼ିଛି। ଏହାର ପ୍ରତିକ୍ରିୟାରେ ଗ୍ରେଟା ଟୁଇଟ୍ କରି କହିଛନ୍ତି, “ମୁଁ ତଥାପି # ଷ୍ଟାଣ୍ଡ୍ ୱିଥ୍ ଫାର୍ମର୍ସ ଏବଂ ସେମାନଙ୍କର ଶାନ୍ତିପୂର୍ଣ୍ଣ ବିରୋଧକୁ ସମର୍ଥନ କରୁଛି। କୌଣସି ପରିମାଣର ଘୃଣା, ଧମକ କିମ୍ବା ମାନବିକ ଅଧିକାରର ଉଲ୍ଲଂଘନ ତାହା ପରିବର୍ତ୍ତନ କରିବ ନାହିଁ। # ଫାର୍ମର୍ସ ପ୍ରୋଟେଷ୍ଟ”
BREAKING NEWS
- ଆସୁଛି ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶାରେ ପ୍ରଭାବ…
- କୋଟିଆ ଉପରେ ନିୟମିତ ନଜର ରଖିବେ ଜିଲ୍ଲାପାଳ ଓ SP
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Comments are closed.