ଭଞ୍ଜନଗର: ଉଲଘଂନ କଲେ ନିର୍ବାଚନ ଆଚରଣ ବିଧି । ଟଙ୍କା ବାଣ୍ଟିଲେ ଜିଆରଏସ୍, ଧରାପଡିଲେ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର କାଦୁଆ ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଘଂନ ହୋଇଥିବା ଅଭିଯୋଗ ହୋଇଛି । ରାଉତି ପଞ୍ଚାୟତର ଜିଆରଏସ୍ ଶଲିଳ ସାହୁ ଓ ସରପଞ୍ଚ ତଥା ତାଙ୍କ ସ୍ତ୍ରୀଙ୍କ ବିରୋଧରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ। ସେ ରାତି ରାତି ବୁଲି ବିଭିନ୍ନ ପଞ୍ଚାୟତରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଲୋକମାନେ ବିରୋଧ କରିଛନ୍ତି । ଫଳରେ ପଞ୍ଚାୟତ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଠେଲାପେଲା ଓ ପାଟିତୁଣ୍ଡ ହୋଇଥିଲା । ପୋଲିସର ପ୍ଳାଇଙ୍ଗ ସ୍କ୍ୟାଡ଼କୁ ଖବର ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କିଛି ସୁଫଳ ମିଳିନାହିଁ । ଏନେଇ ସ୍ଥାନୀୟ ଲୋକମାନେ ଥାନାରେ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।
BREAKING NEWS
- ବିସ୍ଫୋରଣରେ କମ୍ପି ଉଠିଲା ତେହେରାନ, ଲେବାନନରେ ୮୩ ଜଣ ଶିଶୁଙ୍କ ମୃତ୍ୟୁ
- ଗୁଣିଗାରେଡି ସନ୍ଦେହରେ ମାଡ଼ ଘଟଣାରେ ୧୦ ଗିରଫ
- ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା, ଆଗକୁ ରହିଛି ସୁପର ଏଲ୍ନିନୋ ଭୟ
- ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬
- Trump Urges Australia: ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦିଏ… ଟ୍ରମ୍ପ ଅଷ୍ଟ୍ରେଲିଆକୁ କାହିଁକି କଲେ ଅପିଲ?
- First time in History: ପ୍ରଥମ ଥର ଲାଗି ବ୍ଲୁ ଫ୍ଲାଗ୍ ବିଚରେ ଅଲିଭ ରିଡଲେ; ଦେଲା ୧୧୪ ଅଣ୍ଡା
- ଏଥର ଦୁର୍ଗାପୂଜାରେ ପରଦାକୁ ଆସିବ ଆକ୍ସନ୍, ଥ୍ରିଲର୍ ଫିଲ୍ମ “ମୋନଷ୍ଟର୍: ଦ ଅଲ୍ଟିମେଟ୍’
- ଆର୍ଥିକ ସଙ୍କଟରେ ପାକିସ୍ତାନ, ସାଉଦି ଆରବକୁ ମାଗିଲା ସହାୟତା
- Odisha Mobile Network: ଆଜି ବି ପହଞ୍ଚି ପାରିନାହିଁ ନେଟ୍ୱର୍କ…୧୨୩୭ ଗାଁରେ ମୋବାଇଲ୍ ସେବା ଠପ୍
- ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ଚାଲିଗଲା ଜୀବନ
Comments are closed.