ରାଉରକେଲା :ଟିକସ ଫାଙ୍କିବା ପଡିଲା ମହଙ୍ଗା , ଚଢାଉ କଲା ଜିଏସଟି ବିଭାଗ । ରାଉରକେଲାରେ କେନ୍ଦ୍ରୀୟ ଜିଏସଟି ବିଭାଗ ଚଢାଉ କରିଛି ।କୁଆଁରମୁଣ୍ଡା ଟପ୍ ଟେକ ପ୍ରାଇଭେଟ ଲିମିଟେଡ କମ୍ପାନୀରେ ଜିଏସଟି ବିଭାଗ ରେଡ କରିଛି । ୧୦ କୋଟି ଟଙ୍କାରୁ ଅଧିକ ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ଜିଏସଟି ବିଭାଗ ରେଡ କରିଛି । ରେଡ ସମୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରିଛି ଜିଏସଟି ବିଭାଗ ।
BREAKING NEWS
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
Comments are closed.