ଭୁବନେଶ୍ୱର: ଏଣିକି ସାନିଟାଇଜ ହେବେ ମଦ ଗ୍ରାହକ । ମଦ ଗ୍ରାହକଙ୍କୁ ସାନିଟାଇଜେସନ୍ କରିବାକୁ ଦୋକାନ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନେଇ ଜାରି ହୋଇଛି ମାର୍ଗଦର୍ଶିକା । ଏନେଇ ଏପିସି ପ୍ରଦୀପ୍ତ ମହାପାତ୍ରଙ୍କ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି ।
ମଦ ଦୋକାନରେ ଭିଡ ନଜମାଇବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି ପୋଖରୀ ପାଣି ମଧ୍ୟ ବ୍ୟବହାର ନକରିବା ପାଇଁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ସବୁ ପ୍ରକାର ସାଂସ୍କୃତିକ କାର୍ୟ୍ୟକ୍ରମ ବନ୍ଦ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
Comments are closed.