ଗୁଣପୁର : ବାତ୍ୟା ଗୁଲାବ ପ୍ରଭାବ । ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ ମରମା ପଞ୍ଚାୟତର ମାଙ୍ଗଲୁଗୁଡା ଗ୍ରାମରେ ୧୦ଟି ପରିବାରର ଘର କ୍ଷତିଗ୍ରସ୍ତ ହୋଇଛି । ବର୍ଷା ପବନରେ ବଡ଼ ବଡ଼ ଗଛ ଭାଙ୍ଗିପଡିଛି । ଗ୍ରାମରେ ଥିବା ବିଦ୍ୟୁତ ଖୁଣ୍ଟ ସହ ଘରର ଛପର, ଟିଣ ଉପୁଡି ପଡିଛି । ଘଟଣା ସ୍ଥଳରେ ବ୍ଲକ ପ୍ରଶାସନ ଓ ରାଜସ୍ୱ ବିଭାଗ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ କ୍ଷୟକ୍ଷତି ଆକଳନ କରି ଲୋକଙ୍କୁ ପଲଥିନ ପ୍ରଦାନ କରାଯାଇଛି। ଏଥିସହ କ୍ଷତିଗ୍ରସ୍ତ ହୋଇଥିବା ୧୦ଟି ପରିବାର ଲୋକଙ୍କୁ ଗମୁ ବିଦ୍ୟାଳୟକୁ ସ୍ଥାନାନ୍ତରିତ କରାଯାଇ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଛି
BREAKING NEWS
- ଅକ୍ଟୋବରରୁ ହ୍ୱାଟସ୍ଆପ୍ରେ ମେସେଜ୍ କଲେ ଗଣିବେ ଟଙ୍କା
- ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସସପେଣ୍ଡ ହେଲେ ରାୟଗଡ଼ା ପୌରାଧ୍ୟକ୍ଷ ଓ କାଉନସିଲର
- ଛକା ମାରିବାରେ କୋହଲିଙ୍କ ପ୍ରଥମ ପସନ୍ଦ ୪୭ ବର୍ଷୀୟ କ୍ରିସ ଗେଲ
- କଟକରେ ନକଲି ପନିର କାରବାର: ୧୧ ଜଣଙ୍କ ନାମରେ ଏତଲା, ତଦନ୍ତ ଜୋରଦାର
- ସୁପୋଷିତ ଓଡ଼ିଶା ଗଠନ ସରକାରଙ୍କ ଲକ୍ଷ୍ୟ: ଗ୍ରାଜୁଏସନ୍ ସରିଲେ ଝିଅମାନଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ସହାୟତା
- ଖୁଚୁରା ମୂଲ୍ୟ ଅପେକ୍ଷା MRP ୧୬% ଅଧିକ, ସୁପ୍ରିମକୋର୍ଟ ପଚାରିଲେ ଔଷଧ ଦରରେ ତାରତମ୍ୟ କାହିଁକି?
- ରେଭେନ୍ସାରେ ପୁଣି ରାଗିଂ ଅଭିଯୋଗ: ଅନ୍ଲାଇନ୍ ଗେମ୍କୁ କେନ୍ଦ୍ର କରି ଜୁନିୟରଙ୍କୁ ହଇରାଣ କଲେ ସିନିୟର ଛାତ୍ର
- ଓଡ଼ିଶାରେ ସ୍କୁଲ ବହି ଛପା ଦୁର୍ନୀତି: ରାଜ୍ୟ ସରକାରଙ୍କଠାରୁ ବିସ୍ତୃତ ରିପୋର୍ଟ ତଲବ କଲେ ପିଏମ୍ଓ
- ଏସିଆନ୍ ଗେମ୍ସ ୨୦୨୬: ବର୍ଷା ଯୋଗୁଁ କ୍ରିକେଟ୍ କ୍ୱାଟରଫାଇନାଲ୍ ରଦ୍ଦ
- କେନ୍ଦ୍ର ସରକାରଙ୍କ ‘ପ୍ରଗତି ୫୦’ ଯୋଜନାରେ ସାମିଲ ହେଲା ଭୁବନେଶ୍ୱର ଓ ପୁରୀ

Comments are closed.