କୋରାପୁଟ:ଖୋଲିବ ଶୈବପୀଠ ଗୁପ୍ତେଶ୍ୱର । ସେପ୍ଟେମ୍ବର ୧ ରୁ ଖୋଲିବ କୋରାପୁଟ ଜିଲ୍ଲା ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର।ଭକ୍ତ ମାନଙ୍କୁ ଦର୍ଶନ ଦେବେ ବାବା । କୋଭିଡ୍ କଟକଣା ପାଇଁ ଦୀର୍ଘ ଦିନ ଧରି ବନ୍ଦ ଥିଲା । ହେଲେ ଏବେ ପୁଣି ଭଗବାନଙ୍କ ଦର୍ଶନ ପାଇବେ ଭକ୍ତମାନେ । କୋଭିଡ୍ କଟକଣା ଅନୁଯାଇ ମନ୍ଦିରରେ ଭୋଗ ,ଫୁଲ ଓ ପ୍ରସାଦକୁ ବାରଣ କରାଯାଇଛି। ଶ୍ରଦ୍ଧାଳୁ ମାନଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏବଂ ଗର୍ଭ ଗୃହରେ ଏକା ଥରକେ ୭ ଜଣରୁ ଅଧିକ ଶ୍ରଦ୍ଧାଳୁ ରହିପାରିବେ ନାହିଁ ବୋଲି ଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.