ପୁରୀ: ଆଜି ଶ୍ରୀମନ୍ଦିରରେ ହରହରି ବେଶରେ ଦର୍ଶନ ଦେବେ ବଡଠାକୁର । ପ୍ରଭୁଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ। ପରମ୍ପରା ଅନୁସାରେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡଠାକୁରଙ୍କ ହରହରି ବେଶ ଅନୁଷ୍ଠିତ ହୋଇଥାଏ।ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ପଡ଼ିଥିବାରୁ । ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ମହାପ୍ରଭୁଙ୍କ ହରିହର ବେଶ ଅନୁଷ୍ଠିତ ହେବ । ହେଲେ ମହାପ୍ରଭୁ ଜଗନ୍ନାଥ ରାଧା ଦାମୋଦୋର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପରମ୍ପରା ଅନୁଯାୟୀ ପୁଷ୍ପାଳକ ସେବକମାନେ ବଡଠାକୁରଙ୍କୁ ହରିହର ବେଶରେ ଓ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.