Latest Odisha News

BREAKING NEWS

ରାସ୍ତାକଡ଼ରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ, ହତ୍ୟା ସନ୍ଦେହ

ଭୁବନେଶ୍ୱର: ଶରୀର ପଡ଼ିଛି । ମୁଣ୍ଡ ନାହିଁ । ରାସ୍ତାକଡ଼ରୁ ଉଦ୍ଧାର ହେଲା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ।     ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତାକଡରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିନି ମୃତ ମହିଳାଙ୍କ ପରିଚୟ । ରାସ୍ତା କଡ଼ରେ ଯାଆସ କରୁଥିବା ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।

BjdElectrycity

ମୃତଦେହ ନିକଟରେ ମହିଳାଙ୍କ କପଡ଼ା ଓ ବେଡସିଟ୍  ପଡ଼ିଥିବା ଦେଖିବାକୁ ମିଳିଛି । ସେସବୁକୁ ଜବତ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତନାଘନା ତଦନ୍ତ ଚଳାଇଛି କମିଶନରେଟ୍ ପୋଲିସ । ମହିଳାଙ୍କୁ ହତ୍ୟା କରିବା ପରେ ସେଠାରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି ।

Leave A Reply

Your email address will not be published.