Latest Odisha News

BREAKING NEWS

ଏଣିକି ଦୈନିକ ଦୁଇଟି କ୍ଲାସ ନେବେ ପ୍ରଧାନ ଶିକ୍ଷକ

ଭୁବନେଶ୍ବର : ଏଣିକି ଦୈନିକ ଦୁଇଟି କ୍ଲାସ ନେବେ ପ୍ରଧାନ ଶିକ୍ଷକ । ଏହାକୁ କାର୍ଯ୍ୟକାରୀ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ।

ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ତ୍ରୁଟି ଦେଖିଥିଲେ ପ୍ରମୁଖ ସଚିବ । ଏହାସହ ସ୍କୁଲ ପରିଚାଳନା ଓ ଅନ୍ୟାନ୍ୟ କାମରେ ପ୍ରଧାନ ଶିକ୍ଷକ ବ୍ୟସ୍ତ ରହୁଥିବା ପରିଲକ୍ଷିତ କରିଥିଲେ ବିଭାଗୀୟ ପ୍ରମୁଖ ସଚିବ । ତେଣୁ କ୍ଲାସ ନେବା ସହ ତଦାରଖ କରିବା ପାଇଁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.