Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଯାଜପୁରରେ ସ୍ୱାସ୍ଥ୍ୟ ସେବା ଶିବିର

ଯାଜପୁର : ଆଜି ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଯାଜପୁର ନିର୍ବାଚନ ମଣ୍ଡଳୀ ପଣସା ଠାରେ ବିଜୁଜନତା ଦଳ ପକ୍ଷରୁ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଛି l ଏହି ଶିବିର କୁ ଯାଜପୁର ପୂର୍ବତନ ପୌରାଧକ୍ଷ ଭବପ୍ରସାଦ ଦାସ ଉଦଘାଟନ କରିଥିଲେ। ଏହି ଶିବିର ରେ ଆଖପାଖ ଅଂଚଳରୁ ଆସିଥିବା ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।ଏହି କାର୍ଯ୍ୟକ୍ରମ ରେ ବିଜେଡି ର ବହୁ କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ।

Leave A Reply

Your email address will not be published.