Latest Odisha News

BREAKING NEWS

ରାଜ୍ୟରେ ବଢୁଛି ଖରା ପ୍ରକୋପ : ୭ଟି ସହରରେ ୪୦ ଡିଗ୍ରୀ ଟପିଛି ପାରଦ

ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିଚାଲିଥିବା ବେଳେ ୪୦ ଡେଇଁଲାଣି ପାରଦ । ଗତକାଲି ୭ଟି ସହରରେ ୪୦ ଡିଗ୍ରୀ ଟପିଛି ପାରଦ । ୪୦ ଦଶମିକ ୮ ଡିଗ୍ରୀ ସହ ସମ୍ବଲପୁର ପାଲଟିଛି ସବୁଠୁ ଉତ୍ତପ୍ତ ସହର ।

କଟକର ସର୍ବାଧିକ ତାପମାତ୍ରା ଗତକାଲି ୩୭.୪ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଓ ଭୁବନେଶ୍ୱରରେ ୩୮.୪ ଡିଗ୍ରୀ ରହିଥିବାର ଜଣାପଡିଛି ।ଅନ୍ୟପକ୍ଷେ, ରାଜ୍ୟରେ ଅସହ୍ୟ ତାତି ଯୋଗୁଁ ଜନଜୀବନ ବ୍ୟସ୍ତ ହୋଇପଡିଛି । ସଧାରଣ ଲୋକଙ୍କ ଘରୁ ବାହାରିବା ମୁସ୍‌କିଲ୍‌ ହୋଇପଡ଼ୁଛି ।

Leave A Reply

Your email address will not be published.