Latest Odisha News

BREAKING NEWS

ପ୍ରବଳ ବର୍ଷା ଯୋଗୁ ମାଲକାନଗିରିରେ ଭୁସ୍ଖଳନ

ମାଲକାନଗିରିରେ ଭୁସ୍ଖଳନ, ଯୋଗାଯୋଗରୁ ବିଚ୍ଛିନ୍ନ ୧୮ ଗାଁ

ମାଲକାନଗିରି: ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ଭୁସ୍ଖଳନ। ଯାହା ଫଳରେ ୧୮ଟି ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ ହୋଇଛନ୍ତି।

ସୂଚନା ଅନୁଯାୟୀ, କୋରୁକୋଣ୍ଡା ବ୍ଲକର ବାୟାପଡା ଘାଟିରେ ବଡ଼ ଧରଣର ଭୂସ୍ଖଳନ ହେବା ଯୋଗୁଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛି ୧୮ ଗାଁ।

ତେବେ ଯାତାୟତ ପାଇଁ କାଠ ପୋଲ ନିର୍ମାଣ କରି ବିପଦସଂକୁଳ ଅବସ୍ଥାରେ ଯାତାୟତ କରୁଛନ୍ତି ଅଂଚଳ ବାସିନ୍ଦା।

 

Comments are closed.