ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକୁ ଏସ୍ଆରସି. ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଗଜତସିଂହପୁର, ସୁବନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, କନ୍ଧମାଳ, ବୈାଦ୍ଧ, ଖୋର୍ଦ୍ଧା, ସୋନପୁର, ବଲାଙ୍ଗୀର, ପୁରୀ, ଗଞ୍ଜାମ ଆଦିି ଜିିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବଜ୍ରପାତ ହେବା ନେଇ ଏସଆରସି ପକ୍ଷରୁ ସର୍ତକ ସୂଚନା ଜାରି କରାଯାଇଛି। ଉପକୂଳ ଓଡ଼ିଶା ତଥା ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର କେତେକାଂଶରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
BREAKING NEWS
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ

Comments are closed.