ଭୁବନେଶ୍ବର : ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଆଗାମୀ ୩ ଘଣ୍ଟା ପାଇଁ ସତର୍କତା ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ୧୨ ଜିଲ୍ଲା ରେ ବଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କଟକ ଓ ଭୁବନେଶ୍ବରରେ ମଧ୍ୟ ପ୍ରବଳ ବର୍ଷା ହେବା ସୂଚନା । ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ପୁରୀ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
BREAKING NEWS
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ
- ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…
- ଜିରା ପାଉଡର ନା କୀଟନାଶକ; ଏଭରେଷ୍ଟର ଏହି ଉତ୍ପାଦ ଉପରେ ରୋକ୍ ଲଗାଇଲା FSSAI
- ନାଇଡୁ କମିଶନ ଫାଇଲ୍ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ
- CECଙ୍କୁ ହଟାଇବା ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କଲେ ସୁପ୍ରିମକୋର୍ଟ
- ଋଷରେ ପ୍ଲେଗ୍ ଆତଙ୍କ; କ୍ବାରେଣ୍ଟାଇନରେ ରହିଲେ ଶତାଧିକ ବ୍ୟକ୍ତି
- ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ; ୧୫ରେ ଛାତ୍ର ସଂସଦ ନିର୍ବାଚନ
- ପିଏନବି ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ, ଜଳିଗଲା ବ୍ୟାପକ କାଗଜପତ୍ର…
- କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସୁନାବେଡ଼ା HAL ୟୁନିଟ୍ କରିବେ ପରିଦର୍ଶନ
- ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତ ଗିରଫ ହେବା ନେଇ ପ୍ରତିଶ୍ରୁତି ଦେଲେ ଯାଜପୁର ଏସପି

Comments are closed.