ନୀଳମାଧବପୁର: ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ରୋଗଗ୍ରସ୍ତ ହୋଇ କିଛି ବର୍ଷ ହେଲା ଶଯ୍ୟାଶାୟୀ ହରମୋହନ ଦାସ । ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଥିବା ବେଳେ ପରିବାର ବୋଝ ବି ତାଙ୍କ ଉପରେ । ଜମିବାଡି ସବୁ ବିକ୍ରି ସରିଥିବା ବେଳେ ଏବେ କିଛି ସହାୟତା ଆଶାରେ ବସିଛନ୍ତି ହରମୋହନଙ୍କ ପରିବାର । କାମାକ୍ଷାନଗର ବାଇସିଙ୍ଗା ନୀଳମାଧବପୁରରୁ ଦେଖିବା ଏହି ରିପୋର୍ଟ ।
BREAKING NEWS
- Odisha Budget 2026 : ନବୀନ ପଟ୍ଟନାୟକ ବଜେଟକୁ ନେଇ ରଖିଲେ ପ୍ରତିକ୍ରିୟା ,କହିଲେ- ‘ଫୁଲ୍ ମେନ୍ୟୁ ଇନ୍ ଏମପ୍ଟି କିଚେନ’
- Trump’s emergency tariffs are illegal: ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା, ଶୁଳ୍କ ନୀତିକୁ ବେଆଇନ ଘୋଷଣା
- ବଜେଟ୍ ୨୦୨୬-୨୭: ରତ୍ନଭଣ୍ଡାର ଖୋଲିବା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ
- “ସମୃଦ୍ଧ କୃଷକ” ପାଇଁ ୬ ହଜାର ୮୮ କୋଟି
- ଭାରତର ଷ୍ଟାର ଅଲରାଉଣ୍ଡର କହିଲେ ମହୀକାଙ୍କ ଯୋଗୁ ମୋ ଖେଳରେ ଉନ୍ନତି ଘଟିଛି
- ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ;କହିଲେ-ଅନ୍ୟାୟ ବିରୁଦ୍ଧରେ…
- ପତ୍ନୀ ଈଶାନୀଙ୍କଠାରୁ ଅଲଗା ହେବେ କ୍ରିକେଟର ରାହୁଲ ଚହର
- ବଜେଟରେ ସ୍ବାସ୍ଥ୍ୟସେବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ, ୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ
- ରାଜ୍ୟ ବଜେଟ୍ ୨୦୨୬-୨୭; ରାଜ୍ୟରେ ଖୋଲିବ ଆଉ ୪ ନୂଆ ବିଶ୍ବ ବିଦ୍ୟାଳୟ
- ରାଜ୍ୟ ବଜେଟ୍ ୨୦୨୬-୨୭ : ୧୫ଶହ ଏକରରେ ହେବ “ଶାମୁକା ପ୍ରକଳ୍ପ”
Comments are closed.