Latest Odisha News

ଚିକିତ୍ସା ପାଇଁ ସହାୟତା ଆଶାରେ ହରମୋହନ

ନୀଳମାଧବପୁର: ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ରୋଗଗ୍ରସ୍ତ ହୋଇ କିଛି ବର୍ଷ ହେଲା ଶଯ୍ୟାଶାୟୀ ହରମୋହନ ଦାସ । ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଥିବା ବେଳେ ପରିବାର ବୋଝ ବି ତାଙ୍କ ଉପରେ । ଜମିବାଡି ସବୁ ବିକ୍ରି ସରିଥିବା ବେଳେ ଏବେ କିଛି ସହାୟତା ଆଶାରେ ବସିଛନ୍ତି ହରମୋହନଙ୍କ ପରିବାର । କାମାକ୍ଷାନଗର ବାଇସିଙ୍ଗା ନୀଳମାଧବପୁରରୁ ଦେଖିବା ଏହି ରିପୋର୍ଟ ।

Leave A Reply

Your email address will not be published.