Latest Odisha News

BREAKING NEWS

ଭୁବନେଶ୍ୱରର କେଉଁ ସ୍ଥାନରେ ନେଇପାରିବେ ଭ୍ୟାକ୍ସିନ୍, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ଭୁବନେଶ୍ୱରର ସରକାରୀ ଓ ବେସରକାରୀ କୋଭିଡ ଟୀକାକରଣ କେନ୍ଦ୍ରର ଏକ ତାଲିକା ଜାରି କରାଯାଇଛି।

ଏହି ଟିକା କେନ୍ଦ୍ର ଗୁଡିକ ସକାଳ ୮ଟାରୁ ୧୨ଟା ଏବଂ ୩ଟାରୁ ୬ଟା ଯାଏଁ ଖୋଲା ରହିବ। ତେବେ ୪୫ ବର୍ଷରୁ ଅଧିକ ବୟସ୍କ ମାନେ ସମୟ ସାରଣୀ ଅନୁଯାୟୀ ଏହି କେନ୍ଦ୍ରଗୁଡ଼ିକରେ ଟିକା ଡୋଜ୍ ନେଇପାରିବେ।

Comments are closed.