ହିରୋ ଅର୍ଦ୍ଧେନ୍ଦୁ ଏବେ ପୁଣି ନୂଆ ଚଳଚ୍ଚିତ୍ର ସୁଟିଂ ପାଇଁ ବ୍ୟସ୍ତି ଅଛନ୍ତି । ହେଲେ ଏହି ଚଳଚ୍ଚିତ୍ରରେ ଅର୍ଦ୍ଧେନ୍ଦୁ ଭିଲେନ ଅବତାରରେ ନଜର ଆସିବେ ବୋଲି ଜଣାପଡିଛି । ଆଦିଲକ୍ଷ୍ମୀ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେଉଥିବା ‘ଭିଲେନ’ ସିନେମାର ନିର୍ଦ୍ଦେଶନା ଦେଇଛନ୍ତି କେ. ମୁରଲୀକ୍ରୀଷ୍ଣା । ଫିଲ୍ମର ପ୍ରଯୋଜନା ଦାୟିତ୍ୱରେ ଆଦିକନ୍ଦ ସାହୁ ଥିବାବେଳେ ,କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ଅଶ୍ୱନୀ ତ୍ରିପାଠୀ । ଚିତ୍ରନାଟ୍ୟ ଓ ସଂଳାପ ରଚନାରେ ଅଛନ୍ତି ଦେବୀଦତ୍ତ ମହାନ୍ତି । ଫିଲ୍ମ ପାଇଁ ଗୀତ ରଚନା କରିଛନ୍ତି ତପୁ ନାୟକ ଓ ବାପୁ ଗୋସ୍ୱାମୀ । ସ୍ୱର ସଂଯୋଜନା କରିଛନ୍ତି ଜାପାନୀ ଭାଇ । ଏହି ଚଳଚ୍ଚିତ୍ରରେ ଜଣେ ଅଭିନେତ୍ରୀ ନଜର ଆସିବେ । ୪୦ ଜଣ କଳାକାରଙ୍କୁ ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.