ହିରୋ ଅର୍ଦ୍ଧେନ୍ଦୁ ଏବେ ପୁଣି ନୂଆ ଚଳଚ୍ଚିତ୍ର ସୁଟିଂ ପାଇଁ ବ୍ୟସ୍ତି ଅଛନ୍ତି । ହେଲେ ଏହି ଚଳଚ୍ଚିତ୍ରରେ ଅର୍ଦ୍ଧେନ୍ଦୁ ଭିଲେନ ଅବତାରରେ ନଜର ଆସିବେ ବୋଲି ଜଣାପଡିଛି । ଆଦିଲକ୍ଷ୍ମୀ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେଉଥିବା ‘ଭିଲେନ’ ସିନେମାର ନିର୍ଦ୍ଦେଶନା ଦେଇଛନ୍ତି କେ. ମୁରଲୀକ୍ରୀଷ୍ଣା । ଫିଲ୍ମର ପ୍ରଯୋଜନା ଦାୟିତ୍ୱରେ ଆଦିକନ୍ଦ ସାହୁ ଥିବାବେଳେ ,କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ଅଶ୍ୱନୀ ତ୍ରିପାଠୀ । ଚିତ୍ରନାଟ୍ୟ ଓ ସଂଳାପ ରଚନାରେ ଅଛନ୍ତି ଦେବୀଦତ୍ତ ମହାନ୍ତି । ଫିଲ୍ମ ପାଇଁ ଗୀତ ରଚନା କରିଛନ୍ତି ତପୁ ନାୟକ ଓ ବାପୁ ଗୋସ୍ୱାମୀ । ସ୍ୱର ସଂଯୋଜନା କରିଛନ୍ତି ଜାପାନୀ ଭାଇ । ଏହି ଚଳଚ୍ଚିତ୍ରରେ ଜଣେ ଅଭିନେତ୍ରୀ ନଜର ଆସିବେ । ୪୦ ଜଣ କଳାକାରଙ୍କୁ ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।
BREAKING NEWS
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ

Comments are closed.